ସୈନ୍ୟବାହିନୀ ନିଯୁକ୍ତି ରାଲିରେ ୭ ନକଲି ପରୀକ୍ଷାର୍ଥୀ, ଥାନାରେ ଅଟକ
ओडिशा

ସୈନ୍ୟବାହିନୀ ନିଯୁକ୍ତି ରାଲିରେ ୭ ନକଲି ପରୀକ୍ଷାର୍ଥୀ, ଥାନାରେ ଅଟକ

ସୈନ୍ୟବାହିନୀ ନିଯୁକ୍ତି ରାଲିରେ ୭ ନକଲି ପରୀକ୍ଷାର୍ଥୀ, ଥାନାରେ ଅଟକ ପାରାଦୀପ : ପାରାଦୀପ ନୂଆବଜାର ଗୋପବନ୍ଧୁ ଷ୍ଟାଡିୟମଠାରେ ଗତ ୧୮ ତାରିଖରୁ ଚାଲିଥିବା ସୈନ୍ୟବାହିନୀ ନିଯୁକ୍ତି ରାଲିରେ ସୋମବାର ୭ ଜଣ ନକଲି ପରୀକ୍ଷାର୍ଥୀଙ୍କୁ ଆର୍ମି ଠାବ କରିଛି। ପରେ ସେମାନଙ୍କୁ ସ୍ଥାନୀୟ ପାରାଦୀପ ମଡେଲ ପୋଲିସକୁ ହସ୍ତାନ୍ତର କରାଯାଇଛି। ପୋଲିସ ଉକ୍ତ ୭ ଜଣଙ୍କୁ ଅଟକ ରଖିବା ସହ ସେମାନଙ୍କ କାଗଜପତ୍ର ଯାଞ୍ଚ କରିଛି। ସୈନ୍ୟବାହିନୀ ନିଯୁକ୍ତି ରାଲିରେ ସହଯୋଗ କରୁଥିବା ଜିଲା ପ୍ରଶାସନର […]

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
ओडिशा

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଗଞ୍ଜାମ ଜିଲାର ଖଲିକୋଟ୍‌, କୋଦଳା, ପୁରୁଷୋତ୍ତମପୁର ହିଞ୍ଜିଳିକାଟୁ, କବିସୂର୍ଯ୍ୟନଗର, ଶେରଗଡ଼, ଆସ୍କା, ଧରାକୋଟ ଏବଂ ଗଜପତି ଜିଲାର ମୋହନା ବ୍ଲକରେ ବଜ୍ରପାତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଆସନ୍ତା ୨ […]

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ
ओडिशा

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ

ବିଦ୍ୟୁତ୍‌ ଚୋରି: କ୍ଷତି ରୋକିବ ସ୍ମାର୍ଟ ମିଟର; ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ଉପଭୋକ୍ତା ହେବେ ସ୍ମାର୍ଟ ମିଟର ପରିସରଭୁକ୍ତ ଭୁବନେଶ୍ୱର: ଘରେ ଲାଗିଥିବା ପୁରୁଣା ବିଦ୍ୟୁତ୍‌ ମିଟର ବଦଳିଯିବ। ଲାଗିବ ନୂଆ ପ୍ରିପେଡ୍‌ ଓ ସ୍ମାର୍ଟ ମିଟର। ରାଜ୍ୟର ସମସ୍ତ ଘରୋଇ ଉପଭୋକ୍ତାଙ୍କୁ ଏହି ମିଟର ଯୋଗାଇ ଦିଆଯିବ। ଏହାଦ୍ୱାରା ବିଦ୍ୟୁତ୍‌ ଚୋରି ଏବଂ ବୈଷୟିକ ଓ ବାଣିଜ୍ୟକ କ୍ଷତି (ଏ ଆଣ୍ଡ୍‌ ଟିସି)କୁ ରୋକିବା ପାଇଁ ଶକ୍ତି ବିଭାଗ ଏଭଳି ପଦକ୍ଷେପ ନେବାକୁ ଯାଉଛି। […]

ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ
ओडिशा

ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ

ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ ଭୁବନେଶ୍ୱର: ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ପଣ୍ୟବାହୀ ଜାହାଜ ‘ଟଗ୍‌ ଜିନ୍‌ ହୱା ୩୨’ ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ମୁହାଣର ରାଜହଂସ ଓ ଖିରିସାହି ଗାଁ ନିକଟ ବଙ୍ଗୋପସାଗର ଉପକୂଳରେ ୧୧ଦିନ ହେବ ଅଟକି ରହିଛି। ଜାହାଜରୁ ତେଲ ବାହାର ନ କଲେ ଚିଲିକାର ଜୈବ ବିବିଧତା ପ୍ରତି ବଡ଼ ବିପଦ ରହିଥିବା ଜଙ୍ଗଲ […]

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌
ओडिशा

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌

ହୀରାକୁଦ ଡ୍ୟାମ୍‌ରେ ଖୋଲିଲା ଆଉ ଦୁଇଟି ଗେଟ୍‌ ସମ୍ବଲପୁର: ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଶନିବାର ୫ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଥିବା ବେଳେ ରବିବାର ସକାଳେ ପୁଣି ଦୁଇଟି ଗେଟ ଖୋଲାଯାଇଛି। ମୋଟ ୭ଟି ଗେଟ୍‌ରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୨୭ ହଜାର ୪୮୧ କ୍ୟୁସେକ୍‌ ଜଳ ନିଷ୍କାସନ ହେଉଛି । ସେହିପରି ଡ୍ୟାମ୍‌ ଭିତରକୁ ୧ ଲକ୍ଷ ୬୨ ହଜାର ୮୪୦ କ୍ୟୁସେକ ପାଣି ପ୍ରବେଶ କରୁଛି । ଜଳସେଚନ ପାଇଁ ବିଭିନ୍ନ କେନାଲଗୁଡିକରେ […]

ओडिशा

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା

୨୪ ଘଣ୍ଟା ମଧ୍ୟରେ ଲଘୁଚାପ : ୫ ଜିଲାରେ ପ୍ରବଳ ବର୍ଷା ଭୁବନେଶ୍ୱର: ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହାର ପ୍ରଭାବରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୫ ଜିଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ସେହି ଜିଲାଗୁଡିକ ହେଲା […]

ओडिशा

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ

ଭିଡିପି ଆସୋସିଏଟ ସର୍ଭେ: ଶୀର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; ୨ୟରେ ଯୋଗୀ, ଜଗନ ତୃତୀୟ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ରାଜ୍ୟବାସୀ ସନ୍ତୁଷ୍ଟ ଅଛନ୍ତି। ସାରା ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ପ୍ରଦର୍ଶନକୁ ଭିତ୍ତିକରି ପ୍ରସ୍ତୁତ ଏକ ରିପୋର୍ଟରେ ନବୀନ ଏକ ନମ୍ବର ସ୍ଥାନ ଅକ୍ତିଆର କରିଛନ୍ତି। ଭିଡିପି ଆସୋସିଏଟ ପକ୍ଷରୁ କରାଯାଇଥିବା ସର୍ଭେରୁ ଏହା ଜଣାପଡିଛି। ବିଜେଡି ପକ୍ଷରୁ ଶନିବାର ଗଣମାଧ୍ୟମକୁ ଏ ସମ୍ପର୍କରେ ଅବଗତ କରାଯାଇଛି। ନବୀନ ସର୍ବାଧିକ ୮୨ ପଏଣ୍ଟ […]

ମାଲକାନଗିରି ଜିଲ୍ଲା ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ
ओडिशा

ମାଲକାନଗିରି ଜିଲ୍ଲା ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ

ମାଲକାନଗିରି ଜିଲ୍ଲା ଯୋଗାଣ ଅଧିକାରୀ ଭିଜିଲାନ୍ସ ଜାଲରେ ତାଙ୍କ ନିକଟରୁ ୧ଲକ୍ଷ ୯୧ ହଜାର ୧୪୦ ଟଙ୍କା ଜବତ କରାଯାଇ ଭିଜିଲାନ୍ସ ଏସପିଙ୍କ କାର୍ଯ୍ୟାଳୟରେ ଜିଲ୍ଲା ଯୋଗାଣ ଅଧିକାରୀ ଅଭିମନ୍ୟୁ ମହାନ୍ତିଙ୍କୁ ଅଟକ ରଖା ଯାଇଛି । ଏତେ ଗୁଡିଏ ଟଙ୍କା କେଉଁଠାରୁ ଆଣିଲେ କେଉଁଠିକୁ ନେଉଥିଲେ ସେ ସଂପର୍କରେ ସେ ସଠିକ ଉତ୍ତର ଦେଇ ପାରିନଥିବାରୁ ତାଙ୍କୁ ଜେରା କରାଯିବା ସହତ ଭିଜିଲାନ୍ସ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଚାଲିଥିବାର ଭିଜିଲାନ୍ସ ଡିଏସପି ସୁଶାନ୍ତ କୁମାର […]

ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ
ओडिशा

ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ

ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ  ଆଜି ଅପରାହ୍ଣ ୫.୪୫ରେ ବସିବାକୁ ଥିବା ଏହି ବୈଠକରେ ଆଲୋଚନା ପାଇଁ ପ୍ରାୟ ୮ଟି ପ୍ରସ୍ତାବ ରହିଛି। ବୈଠକରେ ସେଗୁଡ଼ିକୁ ଅନୁମୋଦନ ପ୍ରଦାନ କରାଯିବା ସମ୍ଭାବନା ରହିଛି। କ୍ୟାବିନେଟ ଅନୁମୋଦନ ପାଇଁ କୃଷି, ବିଦ୍ୟାଳୟ ଓ ଗଣଶିକ୍ଷା, ଜଳସମ୍ପଦ, ଶକ୍ତି ଏବଂ ଶ୍ରମ ବିଭାଗର କେତେକ ପ୍ରସ୍ତାବ ଥିବା ସୂଚନା ମିଳିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍ଘାଟିତ ହୋଇଯାଇଛି।
ओडिशा

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍ଘାଟିତ ହୋଇଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରକମଳରେ ଗୁରୁବାର ବହୁ ପ୍ରତୀକ୍ଷିତ ଖାରବେଳ ଭବନ ଉଦ୍ଘାଟିତ ହୋଇଯାଇଛି। ପ୍ରାୟ ୧୨୮ କୋଟି ଟଙ୍କାରେ ନିର୍ମିତ ଏହି ଭବନରେ ୧୧ଟି ବିଭାଗ କାର‌୍ୟ୍ୟ କରିବ। ଏଲ୍ ଆଣ୍ଡ ଟି ଦ୍ୱାରା ଏହି ଭବନକୁ ନିର୍ମାଣ କରାଯାଇଛି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମହାତ୍ମା ଗାନ୍ଧିଙ୍କର ‘ପରଶମଣି’କୁ ଉନ୍ମୋଚନ କରିଛନ୍ତି। ଜାତିର ପିତା ମହାତ୍ମା ଗାନ୍ଧିଙ୍କର […]

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌
ओडिशा

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌

୧୨ଟା ସୁଦ୍ଧା ହୀରାକୁଦ ଖୋଲିଲା ୯ଟି ଗେଟ୍‌ ସମ୍ବଲପୁର: ଗୁରୁବାର ୧୨ଟା ସୁଦ୍ଧା ହୀରାକୁଦ ଡ୍ୟାମର ୯ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପର୍ଯ୍ୟାୟ କ୍ରମେ ଗୁରୁବାର ୧୬ଟି ଗେଟ ଖୋଲାଯାଇ ମହାନଦୀକୁ ବନ୍ୟାଜଳ ଛଡ଼ାଯାଇଛି। ମହାନଦୀର ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ପୂର୍ବାହ୍ନ ୧୧ଟା ୩୦ପରେ ଗେଟ ଖୋଲିବା ଆରମ୍ଭ ହୋଇଥିଲା। ଏଥିଯୋଗୁ ମହାନଦୀ ତଳ ମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି। ସୂଚନାଯୋଗ୍ୟ, ବୁଧବାର ହୀରାକୁଦ […]

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
ओडिशा

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

ପ୍ରଦର୍ଶନୀ ପଡିଆରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ସେ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ମୃତିଚାରଣ କରି ଦେଶ ପାଇଁ ସେମାନଙ୍କ ତ୍ୟାଗ, ବଳିଦାନକୁ ଆଦୌ ଭୁଲି ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଏଥର ଚଳିତବର୍ଷ ପ୍ରଥମଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସୱାଧୀନତା […]

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ
ओडिशा

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବର ଆୟୋଜନ କରାଯାଇଛି। ଏଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଛନ୍ତି। ଏହି ଅବସରରେ ରାଜ୍ୟବାସୀଙ୍କୁ ଉଦ୍‌ବୋଧନ ଦେଇ ନବୀନ କହିଛନ୍ତି, ଲୋକଙ୍କ ସେବା […]

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି
ओडिशा

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି ଭୁବନେଶ୍ୱର: କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୫୧ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ୧୩ ଲକ୍ଷଙ୍କ ଯାଞ୍ଚ କରାଯାଇଛି। ୨୭ରେ ପଞ୍ଚାୟତ, […]

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ
ओडिशा

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ

ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଛି ବଡ଼ଦେଉଳ, ପରିଚୟପତ୍ରକୁ ଗୁରୁତ୍ୱ ଦେଉନି ପ୍ରଶାସନ ପୁରୀ ଅଫିସ: ଦେଶର ଅନ୍ୟତମ ପ୍ରମୁଖ ତୀର୍ଥକ୍ଷେତ୍ର ହେଉଛି ପୁରୀ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ସହ ସମୁଦ୍ର ସ୍ନାନ ଓ ବେଳାଭୂମି ବୁଲିବା ଲାଗି ପ୍ରତ୍ୟେହ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ଆସିଥାନ୍ତି। ଏଥିଲାଗି ପୁରୀ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିଥିବା ନେଇ ବିଭିନ୍ନ ସମୟରେ ଗୋଇନ୍ଦା ରିପୋର୍ଟ ଦେଉଛି। ନିକଟରେ ପୁଣି ଶ୍ରୀମନ୍ଦିର ଆତଙ୍କବାଦୀଙ୍କ ଟାର୍ଗେଟରେ ଥିବା ଭାରତୀୟ ଗୋଇନ୍ଦା ବିଭାଗ ରିପୋର୍ଟ ଦେବା […]

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ
ओडिशा

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ

ବାଉରୀଯୋର ପୋଲ ଉପରେ ୭ଫୁଟ ପାଣି: ବୀରମହାରାଜପୁରରୁ ରେଢ଼ାଖୋଲ, ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ଅମରପାଲି: ବୀରମହାରାଜପୁର-ରେଢ଼ାଖୋଲ ରାସ୍ତାର ପିତାମହୁଲ ନିକଟ ବାଉରୀଯୋର ପୋଲ ଉପରେ ପ୍ରାୟ ୭ଫୁଟ ପାଣି ଜମି ପ୍ରବାହିତ ହେଉଥିବାରୁ ଉକ୍ତ ବାଟ ଦେଇ ଯାତାୟତ ବ୍ୟାହତ ହୋଇଛି। ଫଳରେ ବୀରମହାରାଜପୁରରୁ ରେଢ଼ାଖୋଲ ଓ ବୌଦ୍ଧକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି। ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ତେଲନଦୀ ଓ ମହାନଦୀରେ ବନ୍ୟା ପାଣି ଆସିବାରୁ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ମହାନଦୀରେ ଅଧିକ ପାଣି […]

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌
ओडिशा

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌

କନ୍ଧମାଳରେ ପ୍ରବଳରୁ ଅତିପ୍ରବଳ ବର୍ଷା: ଧୋଇଗଲା ଡାଇଭର୍ସନ, ଦାରିଙ୍ଗବାଡ଼ି-ଭବାନୀପାଟଣା-ତୁମୁଡ଼ିବନ୍ଧ ଯାତାୟାତ ଠପ୍‌ ଦାରିଙ୍ଗବାଡ଼ି: କନ୍ଧମାଳ ଜିଲାରେ ରବିବାର ସନ୍ଧ୍ୟାରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି । ଫଳରେ ଜିଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ସହ ରାସ୍ତା ଧୋଇଯିବା କାରଣରୁ ଯାତାୟାତରେ ସମସ୍ୟା ଦେଖାଯାଇଛି । ଦାରିଙ୍ଗବାଡ଼ିଠାରୁ ବାଲିଗୁଡ଼ା, ତୁମୁଡ଼ିବନ୍ଧ, ଭବାନୀପାଟଣା, ରାଇପୁର ଆଦିକୁ ସଂଯୋଗ କରୁଥିବା ୫୯ ନଂ. ଜାତୀୟ ରାଜପଥର ତୁମୁଡ଼ିବନ୍ଧ ବ୍ଲକ ବାଟାଗୁଡ଼ାଠାରେ ଏକ ଡାଇଭର୍ସନ ରୋଡ଼ ବର୍ଷା ପାଣିରେ ଧୋଇ ହୋଇଯାଇଛି। ଫଳରେ […]

ବଢ଼ୁଛି ହୀରାକୁଦ ଜଳସ୍ତର
ओडिशा

ବଢ଼ୁଛି ହୀରାକୁଦ ଜଳସ୍ତର

ବଢ଼ୁଛି ହୀରାକୁଦ ଜଳସ୍ତର ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଆଉ ଏକ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଲଗାଣ ବର୍ଷା କାରଣରୁ ହୀରାକୁଦ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି। ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ସୋମବାର ଦିନ ୧୨ଟା ସୁଦ୍ଧା ଏହାର ଜଳସ୍ତର ୬୧୫.୬୫ ଫୁଟ୍‌ରେ ପହଞ୍ଚିଛି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୮୦,୭୫୨ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ପ୍ରତି ସେେଣ୍ଡେରେ ୧୮,୭୮୪ […]

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ
ओडिशा

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ

୯ ଜିଲାରେ ପ୍ରବଳ ବର୍ଷା, ୩ ଦିନ ଯାଏ ଜାରି ରହିବ ଭୁବନେଶ୍ୱର: ଆସନ୍ତା ୩ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ। ଉତ୍ତର ପୂର୍ବ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଆସନ୍ତା ୩ ଦିନ ଯାଏ ବର୍ଷା ଲାଗିରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। […]

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ
ओडिशा

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ

ସିଂହଦ୍ୱାର ସମ୍ମୁଖରେ ସାଂସ୍କୃତିକ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ:ଘୋଡ଼ା ନାଚରେ କମ୍ପିଲା ବଡ଼ଦାଣ୍ଡ ପୁରୀ ଅଫିସ: ସିଂହଦ୍ୱାର ସମ୍ମୁଖରେ ପୁଣି ଜମିଲା ରବିବାରିଆ ସକାଳ। ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସୁଥିବା ଭକ୍ତ ସାଉଣ୍ଟିଥିଲେ ନିଆରା ଅନୁଭୂତି। ଭାବ ଭକ୍ତିର ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି କିଛି ସମୟ ଅଟକି ଯାଉଥିଲେ। ଅଉ ହଜିଯାଉଥିବା ଘୋଡ଼ାନାଚ, ପାଇକ ଆଖଡା ନୃତ୍ୟ ଦେଖିବାର ସୁଯୋଗ ପାଇଥିଲେ। ବ୍ୟାରିକେଡିଂ ହୋଇଥିବା ସିଂହଦ୍ୱାର ସମ୍ମୁଖ ଅଞ୍ଚଳରେ ସକାଳୁ ଜମିଥିଲା ଏମିତି ଆଧ୍ୟାତ୍ମିକଭରା ସାଂସ୍କୃତିକ କାର୍ଯ୍ୟକ୍ରମ। ବିବିଧ ନୃତ୍ୟ, […]